ଆସନ୍ତାକାଲି ପରଦାକୁ ଆସିବ ମିଶନ ମଙ୍ଗଲ୍‌

0
13


ନୂଆଦିଲ୍ଲୀ:ଆସନ୍ତାକାଲି ପରଦାକୁ ଆସିବ ବହୁ ପ୍ରତିକ୍ଷିତ ଫିଲ୍ମ ‘ମିଶନ ମଙ୍ଗଲ’ । ଭାରତର ମଙ୍ଗଳ ମିଶନ ଉପରେ ଆଧାରିତ ଏହି ଏହି ଫିଲ୍ମରେ ବୈଜ୍ଞାନିକ ଚରିତ୍ରରେ ଅକ୍ଷୟ କୁମାର ଓ ବିଦ୍ୟା ବାଲାନଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିବ ।

ଏହାସହ ତାପସୀ ପନ୍ନୁ ଓ ସୋନାକ୍ଷୀ ସିହ୍ନାଙ୍କୁ ବି ଦେଖିବାକୁ ମିଳିବ। ପ୍ରଥମ ପ୍ରଚେଷ୍ଟାରେ କିଭଳି ଭାରତ ମଙ୍ଗଳକୁ ସଫଳତାର ସହ ସାଟେଲାଇଟ୍ ପଠାଇ ଇତିହାସ ରଚିଛି, ଦର୍ଶକ ଏବେ ରଙ୍ଗୀନ ପରଦାରେ ଏହା ଦେଖିବାକୁ ପାଇବ॥

ଫିଲ୍ମର ନିର୍ଦ୍ଦେଶନା ଡି. ଜଗନ ଶକ୍ତି ଦେଇଥିବା ବେଳେ ପ୍ରଯୋଜନା ଭାର ସମ୍ଭାଳିଛନ୍ତି ଆର ବାଲ୍‌କୀ।

LEAVE A REPLY

Please enter your comment!
Please enter your name here